www.samajalive.in
Saturday, December 6, 2025
26.1 C
Bhubaneswar

ଆତ୍ମାହୁତି ଉଦ୍ୟମ କରିଥିବା ମହିଳାଙ୍କର ମୃତ୍ୟୁ

ପିପିଲି: ଆତ୍ମାହୁତି ଉଦ୍ୟମ କରିଥିବା ମହିଳାଙ୍କର ଏମ୍ସରେ ମୃତ୍ୟୁ ଘଟିଛି। ୬ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ଵର ଏମ୍ସରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଗତ ୧୩ ତାରିଖରେ ପିପିଲି ଜୟପୁର ଛକରେ ନିଆଁରେ ପୋଡି ହୋଇ ମହିଳା ଜଣକ ଗୁରୁତର ହୋଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।  ଋଣ ଚାପରୁ ଆତ୍ମହତ୍ୟା ଉଦ୍ୟମ କରିଥିବା ଅତିରିକ୍ତ ଏସ୍‌ପି ସୂଚନା ଦେଇଥିଲେ।  ଘଟଣାସ୍ଥଳରୁ ସୁଇସାଇଡ୍‌ ନୋଟ୍‌ ଓ କିରାସିନି ବୋତଲ ଜବତ କରାଯାଇଥିଲା।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories