www.samajalive.in
Tuesday, December 9, 2025
16.1 C
Bhubaneswar

ଓଟିଇଟି ପ୍ରଶ୍ନପତ୍ର କେଳେଙ୍କରୀ ମାମଲା, ଆଉ ୨ ଜଣଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ସମାଜ ଡିଜିଟାଲ ଡେସ୍କ: ଓଟିଇଟି ପ୍ରଶ୍ନପତ୍ର କେଳେଙ୍କରୀ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଆଉ ଦୁଇ ଜଣଙ୍କୁ ରିମାଣ୍ଡରେ ନେବ। ସେମାନେ ହେଲେ ଅଭିଯୁକ୍ତ ରାମଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଷୋୟୀ। ଉଭୟଙ୍କୁ ୨ ଦିନି ପାଇଁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବା ଲାଗି କ୍ରାଇମବ୍ରାଞ୍ଚ ପକ୍ଷରୁ ଜେଏମଏଫସି-୩ କୋର୍ଟରେ ଆବେଦନ କରାଯାଇଥିଲା। କୋର୍ଟ ରିମାଣ୍ଡ ପାଇଁ ଅନୁମତି ପ୍ରଦାନ କରିଛନ୍ତି।

ଅନ୍ୟପଟେ ଏହି ମାମଲାରେ କେସ୍‍ ଡାଏରୀ ଦାଖଲ ପାଇଁ ସମୟ ନେଇଛି କ୍ରାଇମବ୍ରାଞ୍ଚ। ସୋମବାର ଏହି ମାମଲାରେ ଶୁଣାଣି ବେଳେ କ୍ରାଇମବ୍ରାଞ୍ଚ ସମୟ ମାଗିଥିଲା। ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି ମଧ୍ୟ ଘୁଞ୍ଚିଛି। ଆସନ୍ତା ୨୨ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories