www.samajalive.in
Friday, December 5, 2025
27.1 C
Bhubaneswar

ଛାତ୍ରୀ ଆତ୍ମହତ୍ୟା କରିଛନ୍ତି, ପୋଡିଯିବାରୁ ମୃତ୍ୟୁ-ଏସ୍‌ପି

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ କଲେଜ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ପୋଡିଯିବା କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ଆଜି ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ଏସ୍‌ପି ସିଦ୍ଧାର୍ଥ କାଟରିଆ । ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି ବୋଲି ଏସପି କହିଛନ୍ତି । ଘଟଣା ଦିନ ସାଢେ ୮ପର୍ଯ୍ୟନ୍ତ ଫୋନରେ କଥା ହୋଇଥିଲେ ଛାତ୍ରୀ । ସାଢେ ୮ଟାରୁ ୧୧ଟା ଭିତରେ ପୋଡି ହୋଇ ମୃତ୍ୟୁ ହୋଇଛି । ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଛି । ଘଟଣା ପୂର୍ବରୁ ବାପା ମାଆ ଘରୁ ବାହାରକୁ ଯାଇଥିବା ସିସିଟିଭିରୁ ସ୍ପଷ୍ଟ ଜଣାପଡିଛି । ଅନର କିଲିଂ ବୋଲି କୌଣସି ପ୍ରମାଣ ମିଳିନାହିଁ ବୋଲି ଏସପି କହିଛନ୍ତି । ବର୍ତ୍ତମାନ ସୁଦ୍ଧା କେବଳ ଜଣେ ଅଭିଯୁକ୍ତ ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ ହୋଇଛନ୍ତି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories