www.samajalive.in
Monday, December 8, 2025
27.1 C
Bhubaneswar

ପ୍ରବଳ ବର୍ଷା ସମ୍ଭାବନା, ୧୧ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ ଫଳରେ ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ନେଇ  ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସ୍ଥାନ ମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories