www.samajalive.in
Monday, December 8, 2025
24.1 C
Bhubaneswar

ଭାରତ ଡରରେ ଆତଙ୍କବାଦୀ ମସୁଦ ଅଝରର ଠିକଣା ବଦଳାଇଲା ପାକିସ୍ତାନ

ନୂଆଦିଲ୍ଲୀ ..- ପୁଲୁଓ୍ୱମା ଆକ୍ରମଣ ପରେ ପାକିସ୍ତାନରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି  ହୋଇଛି । ଆତଙ୍କବାଦୀମାନଙ୍କୁ ପ୍ରୋତ୍ସାହନ ଦେଉଥିବା  ଥିବା ପାକିସ୍ତାନ ଯୁଦ୍ଧ ଭୟରେ ଏବେ ଶାନ୍ତିର ସହ କଥାବାର୍ତ୍ତା କରିବା ପାଇଁ ପରାମର୍ଶ ଦେଉଛି । ପାକିସ୍ତାନୀ ସେନା ଓ ପୁଲିସି ଛାଉଣୀ ନିକଟରେ ଆତଙ୍କବାଦୀ ମସୁଦ ଅଝରର କାର୍ଯ୍ୟାଳୟକୁ ସ୍ଥାନାନ୍ତର କରି ଦିଆଯାଇଥିବା ସୂଚନା ମିଳିଛି । ମସୁଦ ଅଝରକୁ ରାଓ୍ୱଲପିଣ୍ଡରୁ କୋଟଓ୍ୱାନିକୁ ସ୍ଥାନାନ୍ତର କରିଦିଆଯାଇଛି।

ପୁଲୁଓ୍ୱାମା ଆତଙ୍କବାଦୀ ଆକ୍ରମଣ ପାଇଁ ଜୈଶ-ଏ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନ ନିଜକୁ ଦାୟୀ କରିଥିଲା । ମସୁଦ ଅଜହର ଏହି ସଙ୍ଗଠନର ମୁଖ୍ୟ । ଏହି ଆକ୍ରମଣପରେ ଭାରତ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯିବା ଭୟରେ ପାକିସ୍ତାନରେ ମସୁଦର ଠିକଣା ବଦଳାଇ ଦିଆଯାଇଛି । ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମରାନ୍‌ ଖାନ୍‌ ବାରତର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶାନ୍ତି ପାଇଁ ଏକ ସୁଯୋଗ ଦେବା ପାଇଁ ଅନୁରୋଧ କରିଛନ୍ତି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories