www.samajalive.in
Sunday, December 7, 2025
18.1 C
Bhubaneswar

ଭିଜିଲାନ୍ସ ଜାଲରେ ଫସିଲେ ସମବାୟ ସମିତି ସମ୍ପାଦକ

ଆଳି : ଭିଜିଲାନ୍ସ ଜାଲରେ ବୁଧବାର ଫସିଛନ୍ତି ଆଳି ବ୍ଲକ୍‌ ମହୁ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ ଧୀରେନ୍ଦ୍ର ମହାନ୍ତି । ମହୁ ସମବାୟ ସମିତିରୁ ଖରିଫ୍‌ ଋଣ କରାଇଦେବା ପାଇଁ ଜଣେ ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ମାଡି ବସିଥିଲା । ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଏହି ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ଧୀରେନ୍ଦ୍ରଙ୍କ ସାହୁପଡାସ୍ଥିତ ବାସଭବନରେ ଚଢାଉ ଜାରି ରଖିଛି ।

ଆଉ ଅଳ୍ପ ଦିନ..୧୦୦ ବର୍ଷ ପରେ ପିତୃପକ୍ଷରେ ସୂର୍ଯ୍ୟପରାଗ ପୁଣି ଚନ୍ଦ୍ର ଗ୍ରହଣ; ଏହି ୩ ରାଶିଙ୍କୁ ମିଳିବ ବଡ ଖୁସି, ସଫଳତା, ହେବେ କୋଟିପତି..

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories