www.samajalive.in
Monday, December 8, 2025
27.1 C
Bhubaneswar

ନବୀନଙ୍କ ସହ କଥା ହେଲେ ମୋଦୀ

ଭୁବନେଶ୍ୱର : ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । କିଛି ସମୟ ବିଶ୍ରାମ ନେବା ପାଇଁ କହିବା ସହ ଦିଲ୍ଲୀ ଆସିଲେ ଦେଖା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଆଉ ଅଳ୍ପ ଦିନ..୧୦୦ ବର୍ଷ ପରେ ପିତୃପକ୍ଷରେ ସୂର୍ଯ୍ୟପରାଗ ପୁଣି ଚନ୍ଦ୍ର ଗ୍ରହଣ; ଏହି ୩ ରାଶିଙ୍କୁ ମିଳିବ ବଡ ଖୁସି, ସଫଳତା, ହେବେ କୋଟିପତି..

- Advertisement -

 

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories