www.samajalive.in
Saturday, December 13, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ; ପଡିଆରେ ଗଡି ଗଡି ଫୁଟବଲ୍‌ ଖେଳିଲା ହାତୀ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଜୀବଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ୍‌ ହୋଇଥାଏ । କିଛି ଭିଡିଓ ବେଶ ମନଛୁଆଁ ହେବା ସହ ଦ୍ରୁତ ଗତିରେ ଭାଇରାଲ୍‌ ହୋଇଥାଏ । ନିକଟରେ ହାତୀର ଭାଇରାଲ୍‌ ହେଉଥିବା ଏକ ଭିଡିଓ ସଭିଁଙ୍କ ଧ୍ୟାନକୁ ବେଶ ଆକର୍ଷିତ କରୁଛି।

- Advertisement -

ଭିଡିଓରେ ଦେଖିପାରିବେ ପଡିଆରେ ହାତୀ ଏକ ଫୁଟବଲ୍‌ ସହ ଖେଳୁଛି । ହାତୀଟି ଗଡି ଗଡି ଫୁଟବଲ୍‌ ସହ ଖେଳୁଛି । କିଛି ସମୟ ପରେ ହାତୀ ନିଜ ଶୁଣ୍ଢରେ ବଲ୍‌ ଖେଳୁଥିବା ଦେଖାଯାଉଛି । ଭିଡିଓଟିରେ ହାତୀଟି ନିଜର ଶକ୍ତି ସହ ଛୋଟପିଲା ଭଳି ହେଉଥିବା ଦେଖାଯାଉଛି । ଭିଡିଓ ଭାଇରାଲ୍‌ ହେବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଆଉ ଅଳ୍ପ ଦିନ..୧୦୦ ବର୍ଷ ପରେ ପିତୃପକ୍ଷରେ ସୂର୍ଯ୍ୟପରାଗ ପୁଣି ଚନ୍ଦ୍ର ଗ୍ରହଣ; ଏହି ୩ ରାଶିଙ୍କୁ ମିଳିବ ବଡ ଖୁସି, ସଫଳତା, ହେବେ କୋଟିପତି..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories