www.samajalive.in
Monday, December 8, 2025
24.1 C
Bhubaneswar

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର

ଭୁବନେଶ୍ବର : ପ୍ରତି ପଞ୍ଚାୟତରେ ପାରା ଲିଗାଲ ଭଲ୍ୟୁଣ୍ଟର ନିଯୁକ୍ତ ହେବାନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମହିଳା ଓ ଶିଶୁ ବିକାଶ ବିଭାଗ ସହ ବୈଠକ ପରେ ଆଇନ୍ ମନ୍ତ୍ରୀଙ୍କ ଏହି ସୂଚନା ଦେଇଛନ୍ତି । ପୀଡ଼ିତାଙ୍କୁ ପ୍ରାରମ୍ଭିକ ନ୍ୟାୟିକ ସାହାଯ୍ୟ ପାଇଁ ପାରା ଲିଗାଲ ଭଲ୍ୟୁଣ୍ଟର ଆଗେଇ ଆସିବେ । ଗାଁର ସାଧାରଣ ଓ ଜନଜାତି ପରିବାରଙ୍କ ନ୍ୟାୟିକ ଅଧିକାର ପାଇଁ ଗୁରୁତ୍ୱ ଦିଆଯିବ । ନିର୍ଯାତନାର ଶିକାର ହେଲେ ପ୍ରଥମେ ପାରା ଲିଗାଲ ଭଲ୍ୟୁଣ୍ଟରଙ୍କୁ ଜଣାଇବେ । ଭଲ୍ୟୁଣ୍ଟର ନ୍ୟାୟିକ ଦିଗ ନେଇ ପୀଡ଼ିତାଙ୍କୁ ସାହାଯ୍ୟ କରିବା ସହିତ  ସମସ୍ୟାକୁ ଥାନା ଏବଂ କୋର୍ଟ ପର୍ଯ୍ୟନ୍ତ ପହଞ୍ଚାଇବେ ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories