www.samajalive.in
Tuesday, December 9, 2025
16.1 C
Bhubaneswar

ବିଚାରାଧିନ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର : କୋଦଳା ଜେଲରେ ଜଣେ ବିଚାରାଧିନ କଏଦୀଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି ।  ଉପକାରାଗାରରେ ୬୨ ବର୍ଷୀୟ ବି ଲିଙ୍ଗରାଜ ପାତ୍ରଙ୍କ ମୃତ୍ୟୁ ଘଟିଛି । ଗତକାଲି ଅବକାରୀ ବିଭାଗ ଦ୍ବାରା ଗିରଫ ହୋଇଥିଲେ ଲିଙ୍ଗରାଜ । ବେଗୁନିଆପଡାଠାରେ ପାଟ୍ରୋଲିଂ ବେଳେ ତାଙ୍କଠୁ ୪୫୦ ଗ୍ରାମ ଅଫିମ ଜବତ ହୋଇଥିଲା । ଏହା ପରେ ବିଭାଗ ତାଙ୍କୁ ଗିରଫ କରିଥିଲା । ତେବେ ଆଜି କାରାଗାର ପକ୍ଷରୁ ମେଡିକାଲ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଛି । ମେଡିକାଲ ନେବା ବାଟରେ ମୃତ୍ୟୁ ଘଟିଥିବା ଡାକ୍ତର ସ୍ପଷ୍ଟ ମଧ୍ୟ କରିଛନ୍ତି । ତେବେ ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ।

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories