www.samajalive.in
Sunday, December 7, 2025
26.1 C
Bhubaneswar

ଆଇନଜୀବୀଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ: ରିକ୍ସା ଚାଳକ ଫେରାର୍

ପୁରୀ: ରିକ୍ସା ଚାଳକଙ୍କ ଆକ୍ରମଣରେ ଆଇନଜୀବୀ ଗୁରୁତର। ଲହୁଲୁହାଣ ହୋଇ ମେଡିକାଲ​‌ରେ ଭର୍ତ୍ତି ହେଲେ ଓକିଲ ରଘୁନାଥ ପଟ୍ଟନାୟକ । ପୁରୀ ଟାଉନ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହିରେ ଜଣେ ରିକ୍ସା ଚାଳକ ତାଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ରଘୁନାଥଙ୍କ ମୁଣ୍ଡ ଓ ଛାତିରେ ଗଭୀର ଆଘାତ ଲାଗିଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୁଲିସ୍ ତାଙ୍କୁ ଉଦ୍ଧାର କରି ପୁରୀ ବଡ ମେଡିକାଲରେ ଭର୍ତ୍ତି କରିଛି। ତେବେ ଆକ୍ରମଣକାରୀ ରିକ୍ସା ଚାଳକ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି। ତେବେ ଆକ୍ରମଣର କାରଣ କଣ, ତାହା ଏପର୍ଯ୍ୟନ୍ତ ଜଣାପଡିନି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories