www.samajalive.in
Friday, December 12, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ

ଅନୁଗୁଳ :  ପାଲଳହଡା ୧୪୯ ନମ୍ବର ଜାତୀୟ ରାଜପଥ ବନର ପୋଲ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବନର ଗ୍ରାମର ଜଗନ୍ନାଥ ସେଠୀ। ମୃତକଙ୍କ ନିମନ୍ତେ କ୍ଷତିପୂରଣ ଦେବା ପାଇଁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି। ଏଥିପାଇଁ ୧୪୯ନମ୍ବର ଜାତୀୟ ରାଜପଥକୁ ସ୍ଥାନୀୟ ଲୋକମାନେ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତ।

 

- Advertisement -

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories