ଭୁବନେଶ୍ୱର : କମିଥିଲା ପୁଣି ବଢିଲା ସୁନା ଦର । ଅଗଷ୍ଟ ୨୧ ଅର୍ଥାତ୍ ଗୁରୁବାର ପୁଣି ବଢିଛି ସୁନା ଦାମ୍ । ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୦,୭୫୦ ଟଙ୍କା ରହିଛି । ଗତକାଲି ୧,୦୦,୧୫୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ବୃଦ୍ଧି ପାଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୨,୩୦୦ ଟଙ୍କା ରହିଛି । ଗତକାଲି ୯୧,୮୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୫,୫୨୦ ଟଙ୍କା ରହିଛି । ଗତକାଲି ୭୫,୧୧୦ ଟଙ୍କା ଥିଲା। ଏଥିରେ ୪୧୦ ଟଙ୍କା ବୃଦ୍ଧି ହୋଇଛି ।
ସେହିପରି ରୁପା ଦାମ୍ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୬୦୦ ଟଙ୍କା ରହିଛି । ଗତକାଲି ୧୨,୫୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।
ଏଥର ଗଣେଶ ପୂଜାରେ ଦୁର୍ଲ୍ଲଭ ଯୋଗ ; ଏହି ୫ ରାଶିଙ୍କ ଉପରେ ହେବ ଧନ ବର୍ଷା, ମିଳିବ ବଡ ଖୁସି..



