www.samajalive.in
Saturday, December 13, 2025
26.1 C
Bhubaneswar

ଖିଲାପ କଲେ ଦରମା ବନ୍ଦ

ଭୁବନେଶ୍ଵର: କୃଷି ସଚିବ ଅରବିନ୍ଦ ପାଢୀଙ୍କ ପକ୍ଷରୁ କଡା ନିର୍ଦେଶନାମା ଜାରି ହୋଇଛି। ପଦୋନ୍ନତିପ୍ରାପ୍ତ / ବଦଳି ଅଧିକାରୀ ନିଯୁକ୍ତି ସ୍ଥାନରେ ଯୋଗଦେବାକୁ ନିର୍ଦେଶ ରହିଛି। କୌଣସି ପରିସ୍ଥିତିରେ ନିର୍ଦେଶ କାର୍ଯ୍ୟକାରିତାକୁ ସ୍ଥଗିତ ରଖାଯିବ ନାହିଁ। ଅଗଷ୍ଟ ୩୧ ତାରିଖ ସୁଦ୍ଧା ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରିକି ସେପ୍ଟେମ୍ବର ମାସରୁ ଦରମା ମଧ୍ୟ ବନ୍ଦ କରାଯିବ। ଯଦି କେହି ବାହ୍ୟ ପ୍ରଭାବ ଆଣିବାକୁ ପ୍ରୟାସ କରନ୍ତି , ତେବେ ସେମାନଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନିର୍ଦେଶାଳୟ ଓ କ୍ଷେତ୍ର ପ୍ରତିଷ୍ଠାନ ମୁଖ୍ୟ ଆଦେଶ ଅନୁପାଳନ ଉପରେ ନଜର ରଖିବାକୁ ନିର୍ଦେଶ ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories