www.samajalive.in
Sunday, December 14, 2025
14.1 C
Bhubaneswar

ଆସନ୍ତା ୩୧ରେ ହେବାକୁ ଥିବା ସ୍ବତନ୍ତ୍ର OTET ସ୍ଥଗିତ

ଭୁବନେଶ୍ବର : ଆସନ୍ତା ୩୧ରେ ହେବାକୁ ଥିବା ସ୍ବତନ୍ତ୍ର OTET ସ୍ଥଗିତ ରଖାଯାଇଛି । OTET ସ୍ଥଗିତ ନେଇ ବିଏସଇ ସୂଚନା ଜାରି କରିଛି । ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ ରଖାଯାଇଛି ଏବଂ ଖୁବ୍ ଶୀଘ୍ର ହେବ ବୋଲି ବୋର୍ଡ ସୂଚନା ଦେଇଛି । କହିରଖୁଛୁ ଜୁଲାଇ ୨୦ରେ ସ୍ୱତନ୍ତ୍ର ଓଟିଇଟି-୨୦୨୫ ଅନୁଷ୍ଠିତ ହୋଇଥାନ୍ତା । କିନ୍ତୁ ପରୀକ୍ଷାର ଠିକ ପୂର୍ବଦିନ ରାତିରେ ଅପ୍ରତ୍ୟାଶିତ ଭାବେ ବାତିଲ କରାଯାଇଥିଲା । ପ୍ରଶ୍ନପତ୍ର ଲିକ୍ ହେବା ଯୋଗୁଁ ପରୀକ୍ଷା ବାତିଲ କରାଯାଇଥିଲା । ଘଟଣାର ତଦନ୍ତ କରି ୬ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା ।

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories