www.samajalive.in
Saturday, December 13, 2025
14.1 C
Bhubaneswar

ନବୀନଙ୍କୁ ଭେଟିଲେ ବଡ ଭାଇ ପ୍ରେମ୍‍ ପଟ୍ଟନାୟକ

ସମାଜ ଡିଜିଟାଲ ଡେସ୍କ: ସାନ ଭାଇ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସରେ ପହଞ୍ଚିଛନ୍ତି ବଡ ଭାଇ ପ୍ରେମ ପଟ୍ଟନାୟକ। ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବାକୁ ଆସିଛନ୍ତି ବୋଲି ସୂଚନା ମିଳିଛି । ଡିହାଇଡ୍ରେସନ କାରଣରୁ ରବିବାର ସନ୍ଧ୍ୟାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ପଟ୍ଟନାୟକ। ପ୍ରାୟ ୭୭ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ। ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିଥିଲା ।

Hot this week

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

ଇଣ୍ଡିଗୋରେ ପୁଣି ସଂକଟ; ୧୬୦ ବିମାନ ବାତିଲ

ନୂଆଦିଲ୍ଲୀ: ବିମାନ ପରିଚାଳନା ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ଘରୋଇ ଏୟାରଲାଇନ୍ସ...

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

Related Articles

Popular Categories