www.samajalive.in
Thursday, December 11, 2025
27.1 C
Bhubaneswar

କମିଲା ସୁନା, ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦାମ୍‌ । ଅଗଷ୍ଟ ୨୨ ଅର୍ଥାତ୍‌ ଶୁକ୍ରବାର କମିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୫୩୦ ଟଙ୍କା ରହିଛି । ଗତକାଲି ୧,୦୦,୭୫୦ ଟଙ୍କା ଥିଲା । ଏଥିରେ ୨୨୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୨,୧୫୦ ଟଙ୍କା ରହିଛି । ଗତକାଲି ୯୨,୩୦୦ ଟଙ୍କା ଥିଲା । ଏଥିରେ ୧୫୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୫,୪୦୦ ଟଙ୍କା ରହିଛି । ଗତକାଲି ୭୫,୫୨୦ ଟଙ୍କା ରହିଛି । ଏଥିରେ ୧୨୦ ଟଙ୍କା ହ୍ରାସ ହୋଇଛି ।

ମାତ୍ର ରୁପା ଦାମ୍‌ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୮୦୦ ଟଙ୍କା ରହିଛି । ଗତକାଲି ୧୨,୬୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।

୩୦ ଅଗଷ୍ଟରେ ମହାସଂଯୋଗ: ଏକାଠି ହେବେ ବୁଧ, ସୂର୍ଯ୍ୟ, କେତୁ, ଏହି ୩ ରାଶିଙ୍କ ଭାଗ୍ୟରେ କ’ଣ ଘଟିବ ଜାଣନ୍ତୁ..

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories