www.samajalive.in
Monday, December 15, 2025
26.1 C
Bhubaneswar

ସ୍କୁଲରେ ସାରା ରାତି ଛାତ୍ରୀ ଫସିରହିବା ଘଟଣାରେ ପ୍ରଧାନ ଶିକ୍ଷକ ନିଲମ୍ବିତ

କେନ୍ଦୁଝର: ରାତିସାରା ସ୍କୁଲ୍ ଝରକା ରେଲିଂରେ ଛାତ୍ରୀ ଫସି ରହିବା ଘଟଣାରେ ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ନିଲମ୍ବିତ ହୋଇଛନ୍ତି । ସ୍କୁଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ସାମ୍ନାକୁ ଆସିବା ପରେ ତୁରନ୍ତ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌରହରି ମହାନ୍ତଙ୍କୁ ନିଲମ୍ବନ କରିଛନ୍ତି ଜିଲ୍ଲାପାଳ ।

କହିରଖୁଛୁ ଜଣେ ଦ୍ବିତୀୟ ଶ୍ରେଣୀ ଛାତ୍ରୀ ସ୍କୁଲରେ ଥିବାବେଳେ ଭୁଲବଶତଃ ତାଲା ପକାଇ ଦେଇ କର୍ତ୍ତୃପକ୍ଷ ଚାଲିଯାଇଥିଲେ । ସାରା ରାତି ଛାତ୍ରୀ ଜଣକ ଝରକା ରେଲିଂରେ ଲଟକି ରହିଥିଲେ । ବାହାରିବାକୁ ବହୁତ ଚେଷ୍ଟା ସତ୍ତ୍ବେ ସେ ବାହାରି ନପାରି ରାତିସାରା ଝରକାରେ ଲଟକି ରହିବା ଘଟଣା ସମସ୍ତଙ୍କୁ ବ୍ୟଥିତ କରିଛି । ସକାଳେ ସମସ୍ତେ ଦେଖିବା ପରେ କୁନିଝିଅକୁ ଉଦ୍ଧାର କରାଯାଇଥିଲା ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories