www.samajalive.in
Saturday, December 6, 2025
23.1 C
Bhubaneswar

ରାତି ୧୨ଟା ମୁଖ୍ୟ ଖବର

ଯୁକ୍ତ ୨ ପାଠ୍ୟକ୍ରମରେ ପରିବର୍ତ୍ତନ, ବାଧ୍ୟତାମୂଳକ ଇଂରାଜୀରେ ରହିବ ‘ପରିବେଶ ଶିକ୍ଷା’ ୟୁନିଟ୍, MIL ବିଷୟରେ ଅନ୍ତର୍ଭୁକ୍ତ ହେଲା ‘ମୂଲ୍ୟବୋଧ ଶିକ୍ଷା’ ୟୁନିଟ୍, ୨୦୨୬ ବୋର୍ଡ ପରୀକ୍ଷାରେ ଉଭୟ ବିଷୟରେ ପ୍ରଶ୍ନ ଆସିବ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି…

ବେଆଇନ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ, ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ନିର୍ଦ୍ଦେଶ,   ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରିବାକୁ ସମସ୍ତ ଏସ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ…

- Advertisement -

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି, ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ଜଳଭଣ୍ଡାର…

ଯୁବତୀଙ୍କୁ ପ୍ରତାରଣା ଅଭିଯୋଗରେ ASO ଗିରଫ, ଆସିଷ୍ଟାଣ୍ଚ ସେକ୍ସନ୍ ଅଫିସର (ASO) ସୁଶାନ୍ତ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ମହିଳା ଥାନା ପୁଲିସ, ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରିଥିବା ଅଭିଯୋଗ…

ଆଇନ୍‌ରେ ପରିଣତ ହେଲା ଅନ୍‌ଲାଇନ୍ ଗେମିଂ ବିଲ୍‌- ୨୦୨୫, ସଂସଦରେ ପାରିତ ପରେ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରି…

ପ୍ରକାଶ ପାଇଲା ୨୦୨୩ OCS ଲିଖିତ ପରୀକ୍ଷା ଫଳ, ମୋଟ୍ ୮୦୬ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ସେପ୍ଟେମ୍ବର ୬ ତାରିଖରୁ ଇଣ୍ଟରଭ୍ୟୁ…

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories