www.samajalive.in
Thursday, December 11, 2025
18.1 C
Bhubaneswar

ମହାନଦୀକୁ ଡେଇଁଥିବା ଛାତ୍ରୀ ଜୀବିତ ଉଦ୍ଧାର

ସମାଜ ଡିଜିଟାଲ ଡେସ୍କ: ସମ୍ବଲପୁରରେ ମହାନଦୀର ୨ୟ ସେତୁରୁ ନଦୀକୁ ଡେଇଁ ପଡ଼ିଥିବା ଛାତ୍ରୀ ଉଦ୍ଧାର ହୋଇଛନ୍ତି। ଅଗ୍ନିଶମ ବାହିନୀ ସ୍ଥାନୀୟ ଲୋକଙ୍କ ସହାୟତାରେ ଛାତ୍ରୀଙ୍କୁ ଜୀବିତ ଉଦ୍ଧାର କରିଛନ୍ତି। ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ରବିବାର ଛାତ୍ରୀ ଜଣକ ଚାଉଁରପୁର ସେତୁରୁ ନଦୀକୁ ଡେଇଁପଡ଼ିଥିଲେ। ସେତୁ ଉପରେ ଏକ ସାଇକେଲ ରହିଥିଲା। ଏହା ସହିତ ସେତୁର ବାଡ଼ ଉପରକୁ ଏକ ବ୍ୟାଗ ଜବତ ହୋଇଥିଲା। ସେଥିରୁ ୯ମ ଶ୍ରେଣୀ ପ୍ରଶ୍ନପତ୍ର ମିଳିଥିଲା। ସେ କ’ଣ ପାଇଁ ନଦୀକୁ ଡେଇଁ ପଡ଼ିଥିଲେ ତାହା ଜଣାପଡ଼ିନାହିଁ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories