www.samajalive.in
Saturday, December 13, 2025
21.1 C
Bhubaneswar

ଆଇଏଡିଡବ୍ଲ୍ୟୁଏସ ସଫଳ ପରୀକ୍ଷଣ କଲା ଡିଆରଡିଓ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ସେନାକୁ ମିଳିଲା ନୂଆ ଶକ୍ତି। ପ୍ରତିରକ୍ଷା ଗବେଷଣା ଉନ୍ନୟନ ପ୍ରତିଷ୍ଠାନ(ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ ଏୟାର ଡିଫେନ୍ସ ଓ୍ବିପନ ସିଷ୍ଟମ ବା ସମନ୍ବିତ ବାୟୁ ପ୍ରତିରକ୍ଷା ଅସ୍ତ୍ରଶସ୍ତ୍ର ବ୍ୟବସ୍ଥା (ଆଇଏଡିଡବ୍ଲ୍ୟୁଏସ)ର ସଫଳ ପରୀକ୍ଷଣ କରାଯାଇଛି। ଶନିବାର ଓଡ଼ିଶାର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଏହାର ପରୀକ୍ଷଣ କରାଯାଇଥିବା ଡିଆରଡିଓ ସୂଚନା ଦେଇଛି।

ଏହା ଏକ ବହୁସ୍ତରୀୟ ବାୟୁ ପ୍ରତିରକ୍ଷା ବ୍ୟବସ୍ଥା। ଏଥିରେ ସ୍ଵଦେଶୀ ଜ୍ଞାନକୌଶଳରେ ନିର୍ମିତ ତୁରନ୍ତ ପ୍ରତିକ୍ରିୟାଶୀଳ ଭୂପୃଷ୍ଠରୁ ଆକାଶମାର୍ଗକୁ ଉଦକ୍ଷେପଣ କରାଯାଇ ପାରୁଥିବା କ୍ଷେପଣାସ୍ତ୍ର ଖଞ୍ଜାଯାଇଛି। ତା’ ସହିତ ଉନ୍ନତ ଅତ୍ୟନ୍ତ ସ୍ଵଳ୍ପ ଦୂରଗାମୀ ବାୟୁ ପ୍ରତିରକ୍ଷା ବ୍ୟବସ୍ଥା (ଭିଏସଏଚଓଆରଏଡିଏସ) କ୍ଷେପଣାସ୍ତ୍ର ଏବଂ ଉଚ୍ଚ ଶକ୍ତିସମ୍ପନ୍ନ ଲେଜର ଭିତ୍ତିକ ଡାଇରେକ୍ଟେଡ ଏନର୍ଜୀ ଓ୍ବିପନ(ଡିଇଡବ୍ଲ୍ୟୁ) ମଧ୍ୟ ରହିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories