www.samajalive.in
Saturday, December 13, 2025
26.1 C
Bhubaneswar

୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର : ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହା ପ୍ରଭାବରେ ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କି.ମି ପ୍ରତି ଘଣ୍ଟା ବେଗରେ ପବନ ବହିପାରେ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ ଅରେଞ୍ଜ୍‌ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories