www.samajalive.in
Saturday, December 6, 2025
26.1 C
Bhubaneswar

ସାମାନ୍ୟ ଆଶ୍ୱସ୍ତି; କମିଲା ସୁନା

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି, କମିଛି ସୁନା ଦର। ଅଗଷ୍ଟ ୨୫ ଅର୍ଥାତ୍‌ ସୋମବାର ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୫୧୦ ଟଙ୍କା ରହିଛି । ଗତକାଲି ୧,୦୧,୬୨୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୩,୦୫୦ ଟଙ୍କା ରହିଛି । ଗତକାଲି ୯୩,୧୫୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୭୬,୧୪୦ ଟଙ୍କା ରହିଛି । ଗତକାଲି ୭୬,୨୧୪ ଟଙ୍କା ଥିଲା । ଏଥିରେ ୭୪ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୧୦୦ ଟଙ୍କା ରହିଛି । ଗତକାଲି ୧୩,୦୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

୫୦୦ ବର୍ଷ ପରେ.. ଗଣେଶ ଚତୁର୍ଥୀରେ ଦୁର୍ଲ୍ଲଭ ଯୋଗ: ଏହି ରାଶିଙ୍କ ଉପରେ ଖାଲି ହେବ ଧନ ବର୍ଷା, ବଦଳିବ ଏସବୁ..

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories