www.samajalive.in
Tuesday, December 9, 2025
16.1 C
Bhubaneswar

ନିଶା କାରବାରର ମାଷ୍ଟରମାଇଣ୍ଡକୁ ଧର

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଚୋରା ନିଶା କାରବାର ରୋକିବାକୁ ଲୋକସେବା ଭବନରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ନିଶା ଚାଲାଣକାରୀ ନୁହେଁ, ମାଷ୍ଟରମାଇଣ୍ଡକୁ ଧରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । କ୍ୟାମ୍ପସ୍‍ ପାଖରେ ନିଶା କାରବାର କରୁଥିବା ଲୋକଙ୍କୁ ବାନ୍ଧିବାକୁ ନିଷ୍ପତ୍ତି ନିଆଯାଇଛି । ସ୍କୁଲ, କଲେଜ ଅଞ୍ଚଳରେ ନିଶା କାରବାର ରୋକିବାକୁ ପ୍ରାଧାନ୍ୟ ଦିଆଯିବ । ଏଥିପାଇଁ ବ୍ୟାପକ ଏନଫୋର୍ସମେଣ୍ଟ କରିବା ନେଇ ବୈଠକରେ ଆଲୋଚନା ହୋଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ, ପ୍ରମୁଖ ଅଧିକାରୀ ଉପସ୍ଥିତ ରହିଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories