www.samajalive.in
Sunday, December 7, 2025
14.1 C
Bhubaneswar

ଦନ୍ତା ଆକ୍ରମଣରେ ଦମ୍ପତି ମୃତ

ପଦ୍ମପୁର : ପଦ୍ମପୁର ପାଇକମାଳ ଧାନ୍ଦୁପାଲି ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଦନ୍ତା ହାତୀ ଆକ୍ରମଣରେ ଦମ୍ପତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ସ୍ଵାମୀ ଏବଂ ସ୍ତ୍ରୀ ଦୁଇ ଜଣ ଗତକାଲି ରାତିରେ ଫସଲ ଜଗିଥିବାବେଳେ ଦନ୍ତା ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।  ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ହାତୀଙ୍କ ଗତିବିଧି ଉପରେ ନଜର ରଖିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories