www.samajalive.in
Monday, December 8, 2025
27.1 C
Bhubaneswar

ଆନ୍ଦୋଳନରୁ ଓହରିଲେ ରାଜସ୍ଵ ସଂଘ

ଭୁବନେଶ୍ଵର: ଥମିଲା ଅମଲା ଆନ୍ଦୋଳନ । ଆଜିଠୁ କାର୍ଯ୍ୟରେ ଯୋଗଦେବେ​ ରାଜସ୍ଵ ବିଭାଗର ଅମଲାମାନେ।  ୧୫ ଦିନ ପରେ ରାଜସ୍ଵ ଅମଲାଙ୍କ ଆନ୍ଦୋଳନ ସ୍ଥଗିତ ରହିଛି। ସରକାରଙ୍କ ପ୍ରତିଶ୍ରୁତି ପରେ ଅମଲାମାନେ ଆନ୍ଦୋଳନକୁ ସ୍ଥଗିତ ରଖିଛନ୍ତି। ବନ୍ୟା ସ୍ଥିତି  ଏବଂ ପୂଜା ପାର୍ବଣକୁ ଦୃଷ୍ଟି ରଖି ମଧ୍ୟ ଏଭଳି ନିଷ୍ପତି ନିଆଯାଇଥିବା ସୂଚନା ଦେଇଛନ୍ତି ଅମଲା ସଂଘ ସଭାପତି। ୧୪ ଦିନ ହେଲା ରାଜସ୍ଵ ଅମଲା କର୍ମଚାରୀମାନେ ଆନ୍ଦୋଳନରେ ବସିଥିଲେ। ଫଳରେ ରାଜସ୍ଵ କାର୍ଯ୍ୟାଳୟରେ ଅଚଳାବସ୍ଥା ଜାରି ରହିଥିଲା। କାମ ଛାଡି ଆନ୍ଦୋଳନ କରୁଥିବା ଅମଲା ମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲ୍ଲାପାଳ ମାନଙ୍କୁ ତାଗିଦ କରାଯାଇଥିଲା। ଏ ନେଇ ସୋମବାର ସମସ୍ତ ଜିଲ୍ଲାପାଳ ମାନଙ୍କୁ ରାଜସ୍ଵ ବିଭାଗ ପକ୍ଷରୁ  ଚିଠି ମଧ୍ୟ କରାଯାଇଥିଲା। ତେବେ ରାଜ୍ୟ ସରକାରଙ୍କ ସହ ଅମଲା ସଂଘର ଆଲୋଚନା ପରେ ରାଜସ୍ଵ କର୍ମଚାରୀଙ୍କ ଦାବି ପୂରଣ  କରିବାକୁ ସରକାର ପ୍ରତିଶ୍ରୁତି ଦେଇଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories