www.samajalive.in
Friday, December 5, 2025
26.1 C
Bhubaneswar

ପୁଣି ବଢିଲା ସୁନା, ଜାଣନ୍ତୁ ୧୦ ଦିନରେ କେତେ ଥର ବଢିଛି,କମିଛି..

ଭୁବନେଶ୍ୱର : ବଢିଲା ସୁନା ଦର। ୨୬ ଅଗଷ୍ଟ ମଙ୍ଗଳବାର ପୁଣି ସୁନା ଦର ବୃଦ୍ଧି ହୋଇଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୦୬୦ ଟଙ୍କା ରହିଛି । ଗତକାଲି ୧,୦୧,୫୧୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୩,୫୫୦ ଟଙ୍କା ରହିଛି । ଗତକାଲି ୯୩,୦୫୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୬,୫୫୦ ଟଙ୍କା ରହିଛି । ଗତକାଲି ୭୬,୧୪୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ବୃଦ୍ଧି ହୋଇଛି ।

ଗତ ୧୦ ଦିନ ମଧ୍ୟରେ ସୁନା ଦାମ୍‌ ୪ ଥର ହ୍ରାସ ହୋଇଥିବା ବେଳେ ୩ଥର ଦର ବୃଦ୍ଧି ହୋଇଛି ଓ ୩ ଥର ଅପରିବର୍ତ୍ତିତ ରହିଛି ।

ରୁପା ଦାମ୍‌ରେ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୦୦୦ ଟଙ୍କା ରହିଛି । ଗତକାଲି ୧୩,୧୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ବାସ୍‌ ଗୋଟିଏ ଦିନ ପରେ.. ନବପଞ୍ଚମ ଯୋଗ ଏହି ରାଶିଙ୍କୁ କୋଟିପତି କରିବେ ପ୍ରଭୁ ଗଣେଶ..

 

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories