www.samajalive.in
Sunday, December 7, 2025
23.1 C
Bhubaneswar

ବୁଢାଗଣେଷଙ୍କ ନିକଟରେ ୧୦୮ଭୋଗ ଥାଳି

ଆରଡି: ପବିତ୍ର ଗଣେଷ ପୂଜା ପାଇଁ ଆଖଣ୍ଡଳମଣିଙ୍କ ମନ୍ଦିରରେ ଵୁଧଵାର ଅନୁଷ୍ଠିତ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି । ଭୋର ୪ଟାରେ ମଣିବାବାଙ୍କ ଦ୍ବାରଫିଟା ଯିବା ପରେ ମଙ୍ଗଳ ଆଳତୀ, ଘର୍ଷଣଲାଗି, ଜଳାଭିଷେକ ନୀତି ସମ୍ପନ୍ନ ହେବା ପରେ ପହିଲି ବାଲ୍ୟଭୋଗ ଲାଗି କରାଯାଇଥିଲା। ପରେ ମୁକ୍ତିମଣ୍ଡପରେ ଥିବା  ବାବା  ବୁଢାଗଣେଷଙ୍କ ନିକଟରେ   ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ମଧ୍ୟାହ୍ନରେ ଘଟ ଉତୋଳନ ଓ ଷୋଡଶପୂଜା ଆରମ୍ଭ ହେବା ସହ ଲାଗି ହେଵ ୧୦୮ଭୋଗ ଥାଳି। କାକରା, ପିଠା, ମାଲପୁଆ, ଲଡୁ ଆଦ ଭୋଗ ଭକ୍ତିର ସହ ଲାଗି କରିଵେ ଶ୍ରଦ୍ଧାଳୁମାନେ।
 ଭକ୍ତମାନଙ୍କର ପୂଜାର୍ଚ୍ଚନା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ରୀତିନୀତି ଅନୁଯାୟୀ ଗଣେଶ ମଣ୍ଡପରେ ପୂଜାର୍ଚ୍ଚନା ସହ ହୋମ ଯଜ୍ଞ ଆଦି ଅନୁଷ୍ଠିତ ହେଉଛି। ସେହିପରି ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ଅଗ୍ରପୂଜ୍ୟ ଗଜାନନଙ୍କର ପୂଜାର୍ଚ୍ଚନା କରାଯାଉଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories