www.samajalive.in
Sunday, December 14, 2025
15.1 C
Bhubaneswar

ନକଲି ଡିଇଏଫ୍ ଜବତ ,ଜଣେ ଅଟକ

ରଣପୁରଗଡ: ରାଜ୍ୟରେ ଚଳପ୍ରଚଳ କରୁଥିବା ଟ୍ରକ, ବସ୍ ଆଦିରେ ଏବେ ଡିଇଏଫର ବ୍ୟବହାର ବଢିବାରେ ଲାଗିଛି । ତେଣୁ ବିଭିନ୍ନ ଜାତୀୟ ରାଜପଥ କଡରେ ଡିଇଏଫ ବିକ୍ରୟ କେନ୍ଦ୍ର ଦେଖିବାକୁ ମିଳୁଛି । କିନ୍ତୁ ୧୬  ନମ୍ବର ଜାତୀୟ ରାଜପଥ ଚାନ୍ଦପୁର ଥାନା ଅଞ୍ଚଳରେ ନକଲି ଡିଇଏଫ ବିକ୍ରୟ ହେଉଥିବା ଚାନ୍ଦପୁର ଥାନା ନିରୀକ୍ଷକ ଦିଲ୍ଲୀପ କୁମାର ସ୍ୱାଇଁ ବିଶ୍ୱସ୍ତ  ସୁତ୍ରରୁ ଖବର ପାଇଥିଲେ। ଉପନିରୀକ୍ଷକ ସଞ୍ଜୟ ପରିଡା ଓ ଅନ୍ୟ ଥାନା କର୍ମଚାରୀଙ୍କୁ ନେଇ ୧୬ ନମ୍ବର ଜାତୀୟ ରାଜପଥ କଡ ବେଣ୍ଟ ଛକରେ ଏକ ଡିଇଏଫ ବିକ୍ରୟ କେନ୍ଦ୍ରରେ ଚଢାଉ କରି ନକଲି ଡିଇଏଫ ଅଭିଯୋଗରେ ୧୮୦ ଲିଟର ଡିଇଏଫ ଜବତ କରିଥିବା ଜଣାପଡିଛି। ନକଲି ଡିଇଏଫ ବିକ୍ରି କରୁଥିବା  ଅଭିଯୋଗରେ ବେଣ୍ଟ ଗ୍ରାମର କେଦାରନାଥ ଦାସକୁ ଅଟଳ ରଖି ପଚରା ଉଚୁରା କରିବା ସହ ଚାନ୍ଦପୁର ଥାନାରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଥିବା ଜଣାପଡିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories