www.samajalive.in
Friday, December 12, 2025
16.1 C
Bhubaneswar

ସ୍ବାସ୍ଥ୍ୟ ଉପକେନ୍ଦ୍ରରୁ ବ୍ୟାଟେରୀ ଓ ଇନଭର୍ଟର ଚୋରି

ପାଟଣା : ଘଟଗାଁ ବ୍ଲକ ଢେଙ୍କିକୋଟ ଫାଣ୍ଡି ଅଞ୍ଚଳ ସାନ୍ତରାପୁର  ସ୍ବାସ୍ଥ୍ୟ ଉପକେନ୍ଦ୍ରରୁ ଇନଭର୍ଟର ଓ ବ୍ୟାଟେରୀ ଚୋରି ହୋଇଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଛି। ସ୍ବାସ୍ଥ୍ୟକର୍ମୀ ଉପକେନ୍ଦ୍ର ତାଲା ମାରି ଯାଇଥିବାବେଳେ ଫେରିବା ପରେ ତାଲା ଖୋଲା ଥିବା ଦେଖିବା ପରେ ଘର ଭିତରୁ ବ୍ୟାଟେରୀ ଓ ଇନଭର୍ଟର ଚୋରି ହୋଇଥିବା ଜଣାପଡିଥିଲା। ପୁଲିସ ଘଟଣାର ଅନୁସନ୍ଧାନ କରୁଛି। ଅନୁରୂପ ଭାବେ ପାଟଣା ଥାନା ଅଞ୍ଚଳ ସାହାରପଡା ବ୍ଲକ ପିପିଳିଆ ସ୍ବାସ୍ଥ୍ୟ ଉପକେନ୍ଦ୍ରରୁ ଇନଭର୍ଟର ଚୋରି ହୋଇଥିବାରୁ ଏହି ଘଟଣାରେ ଗୋଟିଏ ଗ୍ୟାଙ୍ଗ ସାମିଲ ଥିବା ଅନୁମାନ କରାଯାଉଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories