www.samajalive.in
Saturday, December 6, 2025
17.1 C
Bhubaneswar

ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍

ପୁରୀ : ପୁରୀ ଶ୍ରୀମନ୍ଦିର ନୋ ଫ୍ଲାଇଙ୍ଗ ଜୋନ୍‌ରେ ପୁଣି ଉଡ଼ିଲା ଡ୍ରୋନ୍ ।  ଏହି ଡ୍ରୋନ୍ ଟି ମାର୍କେଟ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଉଡିବା ନେଇ ସୂଚନା ମିଳିଛି  । ମାର୍କେଟ୍ ଛକରୁ ଡ୍ରୋନ୍‌ଟି ଅପରେଟ୍ କରାଯାଇଥିବା ଅନୁମାନ ।   ଶ୍ରୀମନ୍ଦିର ନିକଟରୁ  ଦୋଳମଣ୍ଡପ ସାହି ପର୍ଯ୍ୟନ୍ତ ଉଡ଼ିଛି ଡ୍ରୋନ୍ ।

 

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories