www.samajalive.in
Sunday, December 7, 2025
14.1 C
Bhubaneswar

ସମୁଦ୍ରରେ ଓଲଟିଲା ଡଙ୍ଗା: ବର୍ତ୍ତିଲେ ୬ ମତ୍ସ୍ୟଜୀବୀ, ଜଣେ ନିଖୋଜ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ପୋଡ଼ମପେଟା ସମୁଦ୍ର ନିକଟରେ ଅଘଟଣ। ସମୁଦ୍ରକୁ ମାଛ ଧରିବାକୁ ଯିବାବେଳେ ଭାରସାମ୍ୟ ହରାଇ ଏକ ଡଙ୍ଗା ଓଲଟି ପଡିଛି। ଫଳରେ ୬ ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଜଣେ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି। ନିଖୋଜ ଯୁବକ ଜଣକ ଏଙ୍ଗ୍.କାଲେୟା ବୋଲି ଜଣାପଡିଛି। ଖବର ପାଇବା ପରେ କୋଷ୍ଟଗାର୍ଡ, ଅଗ୍ନିଶମ ବିଭାଗ କର୍ମଚାରୀମାନେ ଖୋଜାଖୋଜି ଜାରି ରଖିଛନ୍ତି।  ନିଜେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories