www.samajalive.in
Sunday, December 14, 2025
16.1 C
Bhubaneswar

ବଢି ଚାଲିଛି ସୁନା ଦାମ୍‌; ଭାଙ୍ଗିବ କି ସବୁ ରେକର୍ଡ

ଭୁବନେଶ୍ୱର : ନିୟମିତ ବଢୁଛି ସୁନା ଦାମ୍‌। ଗତକାଲି ଭଳି ଆଜି ମଧ୍ୟ ବଢିଛି ସୁନା ଦର । ଅଗଷ୍ଟ ୨୮ ଅର୍ଥାତ୍‌ ଗୁରୁବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୬୦୦ ଟଙ୍କା ରହିଛି। ଗତକାଲି ୧,୦୨,୪୪୦ ଟଙ୍କା ଥିଲା । ଏଥିରେ ୧୬୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୪,୦୫୦ ଟଙ୍କା ରହିଛି । ଗତକାଲି ୯୩,୯୦୦ ଟଙ୍କା ଥିଲା । ଏଥିରେ ୧୫୦ ଟଙ୍କା ବୃଦ୍ଧି ହୋଇଛି ।

୩୦ ଅଗଷ୍ଟରେ ବୁଦ୍ଧାଦିତ୍ୟ ରାଜଯୋଗ ; ଏହି ରାଶିଙ୍କୁ ବ୍ୟବସାୟରେ ମିଳିବ ବଡ ଲାଭ, ଖାଲି ମିଳିବ ସଫଳତା..

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୬,୯୫୦ ଟଙ୍କା ରହିଛି । ଗତକାଲି ୭୬,୮୩୦ ଟଙ୍କା ଥିଲା । ଏଥିରେ ୧୨୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୩,୦୦୦ ଟଙ୍କା ଥିଲା ।

ଦେଶର ସବୁଠାରୁ ଧନୀ ଗଣେଶ : କେଜି କେଜି ସୁନା, ରୁପାରେ ହୁଏ ପ୍ରଭୁଙ୍କ ସାଜସଜ୍ଜା..

ବଡ ଭେଟି.. ମାଗଣାରେ ମିଳିବ ନିଟ୍‌ ଓ ଜେଇଇ ପାଇଁ କୋଚିଂ, ସରକାର ନେଲେ ବଡ ପଦକ୍ଷେପ

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories