www.samajalive.in
Saturday, December 13, 2025
26.1 C
Bhubaneswar

ଦିନରେ ୟୁଟ୍ୟୁବ୍‌ରେ ଦେଉଥିଲେ ପ୍ରବଚନ, ରାତିରେ ଚୋରି କରି ବନ୍ଧା ହେଲେ

ଭୁବନେଶ୍ୱର : ୟୁଟ୍ୟୁବ୍‌ ଚ୍ୟାନେଲ୍‌ରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଗୁରୁବାର ଗିରଫ ହୋଇଛନ୍ତି । ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍‌ ଘଟଣାରେ ପୁଲିସ ତାଙ୍କୁ ଗିରଫ କରିଛି । ୨ ଶହ ଗ୍ରାମ୍‌ ସୁନା, ୧ ଲକ୍ଷ ନଗଦ ଟଙ୍କା, ବାଇକ୍‌ ଓ ଲୁହା ରଡ ପୁଲିସ ତାଙ୍କ ନିକଟରୁ ଜବତ କରିଛି । ଗିରଫ ଅଭିଯୁକ୍ତ କଟକର ମନୋଜ ସିଂ । ୟୁଟ୍ୟୁବ୍‌ ଚ୍ୟାନେଲ୍‌ରେ ପ୍ରବଚନ ଦେଉଥିଲେ ବୋଲି ସୂଚନା ମିଳିଛି । ଚୋରି କରିବା ଅପରାଧ, କିପରି ରୋକା ଯାଇ ପାରିବ ବୋଲି ପ୍ରବଚନ ଦେଉଥିଲେ।

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories