www.samajalive.in
Sunday, December 14, 2025
16.1 C
Bhubaneswar

ଅଟୋ କାର୍ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଆହତ

ବ୍ରହ୍ମଗିରି : ସଡକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହେବା ସହ ତିନିଜଣ ଆହତ ହୋଇଛନ୍ତି । ପୁରୀ-ସାତପଡ଼ା ଜାତୀୟ ରାଜପଥ ରାୟପୁର ଛକ ନିକଟରେ ଅଟୋ ଏବଂ ଏକ କାର ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଅଘଟଣ ଘଟିଛି । ଅଟୋଟି ବ୍ରହ୍ମଗିରିରୁ ସାତପଡ଼ା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ସାତପଡ଼ାରୁ ପୁରୀ ଅଭିମୁଖେ ଯାଉଥିଲା କାର। ଅଟୋ ଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ କାରରେ ଥିବା ଡ୍ରାଇଭରଙ୍କ ସମେତ ତିନି ଜଣ ଗୁରୁତର ହୋଇଛନ୍ତି । ମୃତ ଯୁବକ ଅରଖକୁଦା ଥାନା ଅନ୍ତର୍ଗତ ଗୋପୀନାଥପୁର ଗାଁର ସ୍ୱରାଜ୍ୟ ବେହେରା। ଗୁରୁତରଙ୍କୁ ଚିକିତ୍ସା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories