www.samajalive.in
Monday, December 8, 2025
27.1 C
Bhubaneswar

ଆସନ୍ତାକାଲି ଏସବୁ ଜିଲାରେ ବର୍ଷିବ! ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩ ତାରିଖ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତିକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପିତୃପକ୍ଷରେ ଚନ୍ଦ୍ରଗ୍ରହଣ ; ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ,ଅଶୁଭ..

ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା ; ସରକାରଙ୍କ ବଡ ଘୋଷଣା

- Advertisement -

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories