www.samajalive.in
Sunday, December 14, 2025
14.1 C
Bhubaneswar

ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା

ଭୁବନେଶ୍ୱର : ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା। ଓଏମଆର୍‌ ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍‌ର ସମସ୍ତ ସିପିଏସଇ-୨୦୨୪ ପରୀକ୍ଷା ହେବ। ଏନେଇ ଶନିବାର ଓଡିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

- Advertisement -

ସେପ୍ଟେମ୍ବର ୨୦ ତାରିଖ ପରଠାରୁ ପରୀକ୍ଷାର୍ଥୀ ଆଡ୍‌ମିଟ୍‌ କାର୍ଡ ଡାଉନଲୋଡ୍‌ କରି ପାରିବେ। Odishapolice.gov.inରୁୁ ଡାଉନଲୋଡ୍‌ କରିବେ ଆଡ୍‌ମିଟ୍‌ କାର୍ଡ ।ରାଜ୍ୟର ବିଭିନ୍ନ ଜିଲାରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ପୂର୍ବରୁ ଦୁଇ ଦୁଇ ଥର ପରୀକ୍ଷା ସ୍ଥଗିତ କରାଯାଇଥିଲା।

ସିଂହ ରାଶିରେ ତ୍ରିଗ୍ରହୀ ପୁଣି ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶିଙ୍କୁ ଧନ ଠାରୁ ଆରମ୍ଭ କରି ପ୍ରେମରେ ମିଳିବ ସଫଳତା..

ରାଜଧାନୀରେ ବ୍ୟାପୁଛି ବାର୍ଡ ଫ୍ଲୁ; ଆଜି ଠାରୁ ଚିଡିଆଖାନା ବନ୍ଦ, ଜାଣନ୍ତୁ ମଣିଷ ପାଇଁ କେତେ କ୍ଷତିକାରକ

ଆଧାରକୁ ନେଇ ଆସିଲା ବଡ ଅପଡେଟ୍‌, ଜାଣନ୍ତୁ କ’ଣ କ’ଣ ବଦଳିବ..

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories