www.samajalive.in
Monday, December 8, 2025
24.1 C
Bhubaneswar

ନଭେମ୍ବର ୩୦ ଯାଏ ବଢ଼ିବ ସ୍କୁଲ ପରିଚାଳନା ସମିତି ଅବଧି

ଭୁବନେଶ୍ବର: ବିଦ୍ୟାଳୟ ପରିଚାଳନା କମିଟି (ଏସ୍‌ଏମ୍‌ସି)/ବିଦ୍ୟାଳୟ ପରିଚାଳନା ଏବଂ ଉନ୍ନୟନ କମିଟି (ଏସ୍‌ଏମ୍‌ଡିସି) ଅବଧିକୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯିବ। ଏଥିପାଇଁ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ପ୍ରାଧିକୃତ କରାଯାଇଛି। ଜିଲାପାଳଙ୍କ ଅନୁମୋଦନକ୍ରମେ ସୁଗମ ଆର୍ଥିକ କାରବାର ଏବଂ ବିଦ୍ୟାଳୟର ଦୈନନ୍ଦିନ କାର୍ଯ୍ୟକଳାପର ପରିଚାଳନା ପାଇଁ ଏସ୍‌ଏମ୍‌ସି ଅବଧିକୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ ଡିଇଓ। ଏନେଇ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦେଶକ ଅନନ୍ୟା ଦାସ ପତ୍ର ଜରିଆରେ ଅବଗତ କରିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories