www.samajalive.in
Sunday, December 14, 2025
19.1 C
Bhubaneswar

ସିରିଜ୍ କାର୍ ଦୁର୍ଘଟଣା, ୨୫ ଆହତ

ପାଲଲହଡ଼ା: ଏକ ସିରିଜ୍ କାର ଦୁର୍ଘଟଣାରେ ୨୫ ଜଣ ଆହତ ହୋଇଛନ୍ତି । ଜଣଙ୍କ ପରେ ଜଣଙ୍କୁ ଏକ କାର୍ ଧକ୍କା ଦେଇଛି । ତାଳଚେର ଗଣେଶ ପୂଜା ନିକଟରେ ଅଚାନକ ଏକ କାର୍ ରାସ୍ତାରେ ଥିବା ଗାଡିଗୁଡିକୁ ଏବଂ ଲୋକଙ୍କୁ ଲଗାତର ଧକ୍କା ଦେଇଥିଲା ।  ଏଥିରେ ୨୫ରୁ ଅଧିକ ଲୋକ ଆହତ ହୋଇ ଅନୁଗୁଳ ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି । ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ କାରକୁ ଜବତ କରିବା ସହ ଚାଳକଙ୍କୁ ଅଟକ ରଖିଛି ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories