www.samajalive.in
Thursday, December 11, 2025
18.1 C
Bhubaneswar

ଗୁଣପୁର ମହାବିଦ୍ୟାଳୟ ପରିସରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାପିତ

ଗୁଣପୁର : ଗୁଣପୁର ମହାବିଦ୍ୟାଳୟ ପରିସରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି । ଆଜି ପବିତ୍ର ରାଧାଅଷ୍ଟମୀରେ ଗୁଣପୁର ମହାବିଦ୍ୟାଳୟ ଅଧ୍ୟକ୍ଷକ ଡ. ଶଶୀ ଭୂଷଣ ମହାନ୍ତିଙ୍କ ପ୍ରୟାସରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି । ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦ୍ୱାରା ପ୍ରତିମୂର୍ତ୍ତି ଅନାବାରଣ  କରାଯାଇଥିଲା । ଏହି ସମୟରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀମାନଙ୍କ ସହ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ବିଭାଗ ପ୍ରମୁଖ ଉମା ଦାଶ, ଜିଲ୍ଲା ପ୍ରମୁଖ ଶେଷଶାୟୀ ସେନାପତି, ଜିଲ୍ଲା ସଂଯୋଜକ ବି. ସତୀଶ କୁମାର, ଡ଼ ପ୍ରଶାନ୍ତ ହୋତା ପ୍ରମୁଖ ରହି ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ ।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories