www.samajalive.in
Friday, December 12, 2025
27.1 C
Bhubaneswar

ଭାରତୀୟ ସୀମାରେ ଉଡ଼ିଲା ପାକ୍‌ ବାୟୁସେନା ବିମାନ

ଜାମ୍ମୁ: ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)ରେ ଆତଙ୍କବାଦୀ ଶିବିର ଉପରେ ଭାରତୀୟ ବାୟୁସେନାର ବିମାନ ଆକ୍ରମଣ ପରେ ପାକିସ୍ତାନର ନିଦ ହଜିଯାଇଛି। ତେବେ ଏହାର ଦିନକ ପରେ ବୁଧବାର ପାକିସ୍ତାନ ବାୟୁସେନା ଆକାଶ ସୀମା ଉଲ୍ଲଂଘନ କରିଛି। ବାୟୁସେନାର ବିମାନ ଭାରତୀୟ ସୀମାରେ ପଇଁତରା ମାରିଛି। ଜାମ୍ମୁ-କାଶ୍ମୀରର ନୌସେରା ସେକ୍ଟରରେ ପାକ୍‌ ବାୟୁସେନା ବିମାନ ଉଡୁଥିବା ଦେଖିବାକୁ ମିଳିଥିଲା। ଏହା ପରେ ଭାରତୀୟ ସେନା ପକ୍ଷରୁ କଡ଼ା ଜବାବ ଦିଆଯାଇଥିଲା। ଫଳରେ ପାକ୍‌ ବାୟୁସେନା ବିମାନ ସମ୍ପୃକ୍ତ ଅଞ୍ଚଳରୁ ଫେରିଯାଇଥିଲା।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories