www.samajalive.in
Saturday, December 13, 2025
27.1 C
Bhubaneswar

ଆଫଗାନ ଭୂକମ୍ପ ପୀଡ଼ିତଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ସମବେଦନା

ସମାଜ ଡିଜିଟାଲ ଡେସ୍କ: ଆଫଗାନିସ୍ତାନରେ ଭୂକମ୍ପ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଦୁଃଖପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆଫଗାନିସ୍ତାନରେ ଭୂକମ୍ପ ଯୋଗୁ ଶତାଧିକ ଲୋକଙ୍କ ପ୍ରାଣହାନୀ ଘଟଣାରେ ସେ ଗଭୀର ଭାବେ ମର୍ମାହତ। ଏଭଳି କଠିନ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇବା ସହିତ ଅମର ଆତ୍ମାର ସଦଗତି କାମନା କରୁଛନ୍ତି। ଆହତମାନଙ୍କ ଦ୍ରୁତ ଆରୋଗ୍ୟ ପାଇଁ ସେ ପ୍ରାର୍ଥନା କରୁଛନ୍ତି। କ୍ଷତିଗ୍ରସ୍ତମାନଙ୍କ ସମସ୍ତ ପ୍ରକାର ମାନବତାବାଦୀ ସହାୟତା ଯୋଗାଇଦେବାକୁ ଭାରତ ପ୍ରସ୍ତୁତ ଥିବା ସେ କହିଛନ୍ତି।

- Advertisement -

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories