www.samajalive.in
Monday, December 15, 2025
14.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ଗାଧୋଇବା ସମୟରେ ମହାନଦୀରେ ଭାସି ଗଲେ ମହିଳା, ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଲୋକଙ୍କ ଖୋଜାଖୋଜି ଜାରି..

ଦୁର୍ଗା ପୂଜା ଭସାଣରେ ଡିଜେ ମନା: ଲେଜର ଲାଇଟ୍ ଓ ବାଣ ଫୁଟାଇବା ବି ମନା, କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ..

- Advertisement -

ଆଫଗାନିସ୍ତାନ ଭୂକମ୍ପ ମୃତ୍ୟୁ ସଂଖ୍ୟା ୮୦୦ ଟପିଲା, ୧୩୦୦ରୁ ଅଧିକ ଆହତ, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟ ଜାରି..

ମଝି ନଈରୁ ହେଲିକପ୍ଟର ଯୋଗେ ଉଦ୍ଧାର ହେଲେ ଯୁବକ, ମାଲକାନଗିରି ଜିଲ୍ଲା କତାମାଟେରୁ ନିକଟସ୍ଥ ସବେରୀ ନଦୀରେ ଫସି ରହିଥିଲେ ଯୁବକ, ୨୪ ଘଣ୍ଟା ଧରି ଯୁବକ ନଦୀ ମଝିରେ ଫସି ରହିଥିଲେ..

ଏହି ୪ ରାଶିଙ୍କ ଭାଗ୍ୟରେ ବଡ ପରିବର୍ତ୍ତନ,ସଫଳତା, ସୁଖମୟ ଦାମ୍ପତ୍ୟ ଜୀବନ, ଧନ ବୃଦ୍ଧି,ବିବାହ ସୁଖ ନେଇ ଆସିଛି ସେପ୍ଟେମ୍ବର..

ସେପ୍ଟେମ୍ବର ୨ ତାରିଖ ବେଳକୁ ଆସୁଛି ଆଉ ଏକ ଲଘୁଚାପ, ଏଥିପାଇଁ ରବିବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଏହାର ପ୍ରଭାବରେ ୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories