www.samajalive.in
Friday, December 12, 2025
23.1 C
Bhubaneswar

ଭୁଶୁଡ଼ି ପଡିଲା ୪ ମହଲା କୋଠା, ୫ ଦମକଳ ଗାଡି ନିୟୋଜିତ

ନୂଆଦିଲ୍ଲୀ: ଦିଲ୍ଲୀରେ ବୁଧବାର ସକାଳେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି । କାରୋଲ୍‌ବାଗ୍‌ ପଦ୍ମା ସିଂହ ରାସ୍ତାରେ ଥିବା ଚାରି ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ି ପଡିଛି । ସୂଚନା ପାଇ ଘଟଣାସ୍ଥଳରେ ପୁଲିସ ଓ ୫ଟି ଦମକଳ ଗାଡି ପହଞ୍ଚିଛନ୍ତି ।

ସୂଚନାଯୋଗ୍ୟ, ଅଟ୍ଟାଳିକାର ତଳ ମହଲାରେ ଥିଲା ଦୋକାନ ଥିଲା ଏବଂ ଉପର ମହଲାରେ ଲୋକେ ରହୁଥିଲା । କୋଠାର ଭଗ୍ନାଂଶ ଭିତରେ କେହି ରହିଯାଇଥିବା ସନ୍ଦେହ କରାଯାଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏପର୍ୟ୍ୟନ୍ତ କୌଣସି ମୃତଦେହ ମିଳିନାହିଁ ।

Hot this week

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

ଶୁକ୍ର ଗୋଚର: ବର୍ଷ ଶେଷରେ ଏହି ରାଶିଙ୍କ କ୍ୟାରିଅର, ରୋଜଗାର ହେବ ଦ୍ୱିଗୁଣିତ

ସମାଜ ଡିଜିଟାଲ ଡେସ୍କ: ୨୦ ଡିସେମ୍ବର ଶନିବାର ଦିନ ଶୁକ୍ର ଧନୁ...

ଏସ୍‌ଆଇଆର ପ୍ରସଙ୍ଗରେ ମମତାଙ୍କ ଧମକ

ତାଲିକାରୁ ଗୋଟିଏ ନାଁ ବାଦ ପଡ଼ିଲେ ବିଦ୍ରୋହ କଲକାତା : ନିର୍ବାଚନ କମିସନ...

Related Articles

Popular Categories