www.samajalive.in
Sunday, December 7, 2025
15.1 C
Bhubaneswar

୫୦ ବର୍ଷ ପରେ ତ୍ରିଗ୍ରହୀ ପୁଣି ଚର୍ତୁଗ୍ରହୀ ଯୋଗ: ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଦୀର୍ଘ ୫୦ ବର୍ଷ ପରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଓ କେତୁ ଏକାଠି ହେବା ଫଳରେ ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବାକୁ ଯାଉଛି । ଏହି ଯୋଗ ଖୁବ୍‌ ଖାସ୍‌ ହେବା ସହ ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଥାଏ । ସେହିପରି ୧୫ ସେପ୍ଟେମ୍ବରରେ ଶୁକ୍ର ମଧ୍ୟ ସିଂହ ରାଶିରେ ପ୍ରବେଶ କରିବା କାରଣରୁ ଚର୍ତୁଗ୍ରହୀ ଯୋଗ ମଧ୍ୟ ସୃଷ୍ଟି ହେବ । ଏହି ୨ଟି ଦୁର୍ଲ୍ଲଭ ଯୋଗ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଆର୍ଥିକ ସ୍ଥିତିରେ ବଡ ପରିବର୍ତ୍ତନ ହେବ । ଜାଣନ୍ତୁ..

ସିଂହ- ଏହି ରାଶି ବ୍ୟକ୍ତି ବିଶେଷଙ୍କ କର୍ମକ୍ଷେତ୍ରରେ ବଡ ଉନ୍ନତି ହେବ । ଚାକିରିରେ ନୂଆ ନୂଆ ସୁଯୋଗ ମିଳିବ । ପଦନ୍ନୋତିର ଯୋଗ ରହିଛି । ଅନେକ କ୍ଷେତ୍ରରେ ସଫଳତା ମିଳିବ । ପରିବାରରେ ହସଖୁସିର ବାତାବରଣ ସହ ବ୍ୟବସାୟରେ ମଧ୍ୟ ଉନ୍ନତି ହେବ । ବିଦେଶ ଯାତ୍ରାର ଯୋଗ ରହିଛି ।

- Advertisement -

ବିଛା- ବ୍ୟବସାୟରେ ଗୋଟିଏ ପରେ ଗୋଟିଏ ସଫଳତା ମିଳିବ । କର୍ମକ୍ଷେତ୍ରରେ ବଡ ସଫଳତା ମିଳିବ । ଦୀର୍ଘ ଦିନର ଇଚ୍ଛା ପୂରଣ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଧନୁ- ସୁଖ-ସମୃଦ୍ଧି ସହ ବଡ ସଫଳତା ମିଳିବ । ହଠାତ୍‌ ଧନ ମିଳିବ । ଅଟକି ଥିବା କାମ ପୂରଣ ହେବ । ଅଟକି ଥିବା ଧନ ମଧ୍ୟ ମିଳିବ । ବ୍ୟବସାୟରେ ବଡ ଲାଭ ମିଳିବ । ପଦନ୍ନୋତିର ଯୋଗ ମଧ୍ୟ ରହିଛି । ମାନ-ସମ୍ମାନ ବୃଦ୍ଧି ହେବ ।

କମିଲା ଗ୍ୟାସ୍‌ ସିଲିଣ୍ଡର.. ପେନ୍‌ସନ୍‌ ଠାରୁ ଆରମ୍ଭ କରି ବଦଳିଲା କେଡ୍ରିଡ୍‌ କାର୍ଡ ପର୍ଯ୍ୟନ୍ତ ଏସବୁ ନିୟମ

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories