www.samajalive.in
Wednesday, December 10, 2025
14.1 C
Bhubaneswar

ଏଲଓସିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ

ଶ୍ରୀନଗର: ସେନା ଯବାନମାନେ ସୋମବାର ଜାମ୍ମୁ-କାଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ମେନ୍ଧାର ସେକ୍ଟର ନିକଟସ୍ଥ ନିୟନ୍ତ୍ରଣ ରେଖା (ଏଲଓସି)ରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଥିବା ଜଣାପଡିଛି। ସୋମବାର ଭୋର ୫ଟା ସମୟରେ ଏଲଓସି ନିକଟରେ କିଛି ଲୋକ ଇତଃସ୍ତତ ଭାବେ ବୁଲୁଥିବା ଯବାନଙ୍କ ଦୃଷ୍ଟିକୁ ଆସିଥିଲା। ପାଟ୍ରୋଲିଂ ଦଳ ଘଟଣାସ୍ଥଳ ନିକଟକୁ ଯାଉଥିବାବେଳେ ଆତଙ୍କବାଦୀମାନେ ପ୍ରଥମେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନଙ୍କ ପକ୍ଷରୁ ପାଲଟା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାପରେ ଆତଙ୍କବାଦୀମାନେ ପୁଣି ପାକିସ୍ତାନ ସୀମାକୁ ଫେରିଯାଇଥିବା କୁହାଯାଇଛି। ସେନା ପକ୍ଷରୁ ଉକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନ ଜାରି ରହିଥିବା ଜଣାପଡିଛି।

୫୦ ବର୍ଷ ପରେ ତ୍ରିଗ୍ରହୀ ପୁଣି ଚର୍ତୁଗ୍ରହୀ ଯୋଗ: ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories