www.samajalive.in
Monday, December 8, 2025
27.1 C
Bhubaneswar

୪ ଜିଲ୍ଲାରେ ପ୍ରବଳ ବର୍ଷିବ: ରେଡ୍ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଛି । କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି ଦେବଗଡ, ସମ୍ବଲପୁର , ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲା। ସେହିପରି ପୁରୀ, ଖୋର୍ଦ୍ଧା, କେନ୍ଦୁଝର ଏବଂ ଢେଙ୍କାନାଳ, ଅନୁଗୁଳ, କଟକ, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories