www.samajalive.in
Sunday, December 14, 2025
14.1 C
Bhubaneswar

୪ ବିମାନବନ୍ଦରରେ ହାଇ ଆଲର୍ଟ, ବିମାନ ଚଳାଚଳ ବନ୍ଦ

ଜାମ୍ମୁ: ପିଓକେରେ ଭାରତ ଆକ୍ରମଣ କରିବା ପରେ ପାକିସ୍ତାନ ପଟୁ ଆକ୍ରମଣ କରାଯିବାର ଆଶଙ୍କା ରହିଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଦେଶର ୪ଟି ବିମାନବନ୍ଦରରେ ହାଇଆଲର୍ଟ ଜାରି କରାଯାଇଛି। ଶ୍ରୀନଗର, ଲେହ, ଜାମ୍ମୁ ଏବଂ ପଠାନକୋଟ ବିମାନବନ୍ଦରରେ ହାଇଆଲର୍ଟ ଜାରି କରାଯାଇଛି। ଏଥିସହ ଏଠାରୁ ବିମାନ ଚଳାଚଳକୁ ବନ୍ଦ କରିଦିଆଯାଇଥିବା ସୂଚନା ମିଳିଛି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories