www.samajalive.in
Sunday, December 14, 2025
18.1 C
Bhubaneswar

ଶ୍ରୀମନ୍ଦିର ପତିତପାବନବାନା ଉପରେ ବସିଲା ଚିଲ

ପୁରୀ : ପୁରୀ ଶ୍ରୀମନ୍ଦିରରେ ମଙ୍ଗଳବାର ଏକ ଭିନ୍ନ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ର ଉପରେ ହଠାତ୍‌ ଏକ ଚିଲ ବସିଥିବା ଦେଖାଯାଇଥିଲା । ପତିତପାବନବାନା ଉପରେ ଚିଲଟି ବସିଥିଲା । ଦୀର୍ଘ ସମୟ ଧରି ନୀଳଚକ୍ର ଉପରେ ଚିଲଟି ବସିବା ପରେ ସେଠାରୁ ଉଡି ଯାଇଥିଲା । ବଡଦାଣ୍ଡରେ ଲୋକେ ଏକାଠି ହୋଇ ଚିଲଟି ବସିଥିବାର ଦୃଶ୍ୟ ଦେଖିବା ସହ କେହି କେହି ମୋବାଇଲରେ ଫଟୋ ଓ ଭିଡିଓ କରିଥିଲେ ।

ଓଜନ ହ୍ରାସ କରେ ଭେଣ୍ଡି

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories