www.samajalive.in
Saturday, December 13, 2025
21.1 C
Bhubaneswar

ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁଁ କେ.କବିତାଙ୍କୁ ଭାରତ ରାଷ୍ଟ୍ର ସମିତିରୁ ବହିଷ୍କାର

ନୂଆଦିଲ୍ଲୀ : ଭାରତ ରାଷ୍ଟ୍ର ସମିତି(BRS)ର ଏମଏଲସି କେ. କବିତାଙ୍କୁ ଦଳରୁ ବହିଷ୍କାର କରିଦିଆଯାଇଛି । ନିଜ ବୟାନ ଓ ଗତିବିଧି ଯୋଗୁଁ ତାଙ୍କୁ ଦଳରୁ ବାହାର କରିଦିଆଯାଇଛି । ତାଙ୍କୁ ଦଳରୁ ବାହାର କରିବା ପାଇଁ କବିତାଙ୍କ ପିତା ତେଲଙ୍ଗାନା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା BRS ଅଧ୍ୟକ୍ଷ କେ.ଚନ୍ଦ୍ରଶେଖର ରାଓ ନିଷ୍ପତ୍ତି ନେଇଛନ୍ତି । ନିକଟରେ କବିତା ଦେଉଥିବା କିଛି ବୟାନ ଏବଂ ତାଙ୍କ ଗତିବିଧି ଦଳବିରୋଧୀ ବୋଲି ଦର୍ଶାଯାଇଛି ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories